ଆଦି ପୁସ୍ତକ 33:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି ତାହା ସଙ୍ଗେ ଚାରିଶହ ଲୋକ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା, Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା, Viz kapitolaପବିତ୍ର ବାଇବଲ1 ଅନନ୍ତର ଯାକୁବ ଏଷୌ ଆସୁଥିବାର ଦେଖିଲେ। ଏଷୌ ତାଙ୍କ ସହିତ ଗ୍ଭରିଶହ ଲୋକଙ୍କୁ ଧରି ଆସୁଥିଲେ। ଯାକୁବ ତାଙ୍କର ପରିବାରକୁ ଗ୍ଭରି ଭାଗରେ ବିଭକ୍ତ କଲେ। ଲେୟା ଏବଂ ତା'ର ପିଲାମାନେ ଗୋଟିଏ ଦଳରେ ରହିଲେ। ରାହେଲ ଓ ଯୋଷେଫ ଗୋଟିଏ ଦଳରେ ରହିଲେ। ଦୁଇଦାସୀ ଏବଂ ତାଙ୍କର ପିଲାମାନେ ଦୁଇ ଗୋଟି ଦଳରେ ରହିଲେ। Viz kapitola |