ଆଦି ପୁସ୍ତକ 33:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯାକୁବ କହିଲା, ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯେବେ ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ଵରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ10 ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ’ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ’ ପ୍ରତି ପ୍ରସନ୍ନ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ10 ଯାକୁବ କହିଲେ, “ନା ଭାଇ ମୁଁ ତୁମ୍ଭକୁ ଅନୁରୋଧ କରୁଛି। ଯଦି ତୁମ୍ଭେ ମୋତେ ବାସ୍ତବରେ ଗ୍ରହଣ କରୁଛ ତେବେ ମୋର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁ ଦେଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସୀ। ମୋତେ ପରମେଶ୍ୱରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାରେ ତୁମ୍ଭେ ମୋତେ ଗ୍ରହଣ କରିଥିବାରୁ, ମୁଁ ଖୁସୀ। Viz kapitola |