Online Bible

- Reklamy -




ଆଦି ପୁସ୍ତକ 33:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।

Viz kapitola kopírovat

ଓଡିଆ ବାଇବେଲ

14 ଏଣୁ ନିବେଦନ କରୁଅଛି, “ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋ’ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”

Viz kapitola kopírovat

ପବିତ୍ର ବାଇବଲ

14 ତେଣୁ ମୋର ପ୍ରଭୁ ତୁମ୍ଭେ ଆମ୍ଭ ଆଗରେ ଗ୍ଭଲ, ମୁଁ ତୁମ୍ଭକୁ ଧୀରେ ଧୀରେ ଅନୁସରଣ କରିବି, ପଶୁମାନଙ୍କର ନିରାପଦ ପାଇଁ। ମୁଁ ଏଥିପାଇଁ ଧୀରେ ଯିବି କାରଣ ମୋର ପିଲାମାନେ କ୍ଳାନ୍ତ ହୋଇ ପଡ଼ିବେ। ମୁଁ ତୁମ୍ଭକୁ ସେୟୀରରେ ସାକ୍ଷାତ କରିବି।”

Viz kapitola kopírovat




ଆଦି ପୁସ୍ତକ 33:14

Následuj nás:

Reklamy


Reklamy