Online Bible

- Reklamy -




ଆଦି ପୁସ୍ତକ 33:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଷୌ କହିଲା, ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି। ଯାକୁବ କହିଲା, କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।

Viz kapitola kopírovat

ଓଡିଆ ବାଇବେଲ

15 ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”

Viz kapitola kopírovat

ପବିତ୍ର ବାଇବଲ

15 ତେଣୁ ଏଷୌ କହିଲେ, “ତୁମ୍ଭର ସାହାଯ୍ୟ ପାଇଁ ମୁଁ ମୋର କିଛି ଲୋକଙ୍କୁ ଛାଡ଼ି ଯାଉଛି।” କିନ୍ତୁ ଯାକୁବ କହିଲେ, “ଏହା ତୁମ୍ଭର ଦୟା ହେବ। କିନ୍ତୁ ଏସବୁ କରିବାର କିଛି ଆବଶ୍ୟକ ନାହିଁ।” ମାତ୍ର ପ୍ରଭୁଙ୍କର ଆନୁଗ୍ରହ ଥାଉ।

Viz kapitola kopírovat




ଆଦି ପୁସ୍ତକ 33:15

Následuj nás:

Reklamy


Reklamy