ଆଦି ପୁସ୍ତକ 34:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ଵାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ; Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ; Viz kapitolaପବିତ୍ର ବାଇବଲ20 ହମୋର ଓ ଶିଖିମ ତାଙ୍କ ସହରର ସଭାସ୍ଥଳକୁ ଗଲେ। ସେମାନେ ସେହି ସହରର ଲୋକମାନଙ୍କୁ କହିଲେ, Viz kapitola |