ଆଦି ପୁସ୍ତକ 34:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ। Viz kapitolaଓଡିଆ ବାଇବେଲ8 ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋ’ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋ’ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ। Viz kapitolaପବିତ୍ର ବାଇବଲ8 କିନ୍ତୁ ହମୋର ଭାଇମାନଙ୍କୁ କହିଲେ, “ମୋର ପୁତ୍ର ଶିଖିମ ଦୀଣାକୁ ବିବାହ ହେବାକୁ ଗ୍ଭହେଁ। ଦୟାକରି ତାକୁ ତାହା ସହିତ ବିବାହ ଦିଅ। Viz kapitola |