ଆଦି ପୁସ୍ତକ 35:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତଥାପି ସେ ମଲା, ପୁଣି ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ (କଷ୍ଟଜାତ ପୁତ୍ର) ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମିନ (ଦକ୍ଷିଣହସ୍ତ ପୁତ୍ର) ରଖିଲେ। Viz kapitolaଓଡିଆ ବାଇବେଲ18 ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ। Viz kapitolaପବିତ୍ର ବାଇବଲ18 ରାହେଲ ପୁତ୍ର ସନ୍ତାନ ଜନ୍ମ ଦେଇ ମଲେ। ମଲା ପୂର୍ବରୁ ରାହେଲ ସେହି ସନ୍ତାନର ନାମ ଦେଇଥିଲେ, ବିନୋନୀ। କିନ୍ତୁ ଯାକୁବ ତାକୁ ଡାକିଲେ ବିନ୍ୟାମିନ୍। Viz kapitola |