ଆଦି ପୁସ୍ତକ 35:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲ୍ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାର ବିଲହା ନାମ୍ନୀ ଉପପନିୀ ସଙ୍ଗରେ ଶୟନ କଲା, ପୁଣି ଇସ୍ରାଏଲ ତାହା ଶୁଣିଲେ। Viz kapitolaଓଡିଆ ବାଇବେଲ22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲ୍ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ। Viz kapitolaପବିତ୍ର ବାଇବଲ22 ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ। ଇସ୍ରାଏଲର ବାରଟି ପୁତ୍ର ଥିଲେ। Viz kapitola |