ଆଦି ପୁସ୍ତକ 35:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ଵରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ। Viz kapitolaଓଡିଆ ବାଇବେଲ5 ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ। Viz kapitolaପବିତ୍ର ବାଇବଲ5 ଯାକୁବ ଏବଂ ତାଙ୍କର ପରିବାର ସେହି ସ୍ଥାନ ପରିତ୍ୟାଗ କଲେ। ସେହି ନଗରର ଚତୁର୍ପାର୍ଶ୍ୱର ଲୋକମାନେ ସେମାନଙ୍କୁ ବହୁତ ଭୟ କରୁଥିଲେ। ସେହି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ୟା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ। Viz kapitola |