Online Bible

- Reklamy -




ଆଦି ପୁସ୍ତକ 35:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବୈଥେଲ (ବୈଥେଲର ପରମେଶ୍ଵର) ରଖିଲେ; କାରଣ ଯାକୁବ ଭ୍ରାତୃ ଭୟରେ ପଳାଇବା ବେଳେ ପରମେଶ୍ଵର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

7 ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍‍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।

Viz kapitola kopírovat

ପବିତ୍ର ବାଇବଲ

7 ଯାକୁବ ଯଜ୍ଞବେଦି ନିର୍ମାଣ କଲେ। ଯାକୁବ ସେହି ସ୍ଥାନର ନାମ ଦେଲେ “ଏଲ୍-ବୈଥେଲ୍।” ଯାକୁବ ଏପରି ନାମ ସ୍ଥିର କଲେ କାରଣ ସେହି ସ୍ଥାନରେ ପରମେଶ୍ୱର ତାଙ୍କୁ ପ୍ରଥମେ ଦେଖା ଦେଇଥିଲେ। ଯେତେବେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।

Viz kapitola kopírovat




ଆଦି ପୁସ୍ତକ 35:7

Následuj nás:

Reklamy


Reklamy