ଆଦି ପୁସ୍ତକ 35:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁ ହୁଅନ୍ତେ, ବୈଥେଲର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି ସେହି ସ୍ଥାନର ନାମ ଅଲୋନ-ବାଖୁତ୍ (ଶୋକ ବୃକ୍ଷ) ହେଲା। Viz kapitolaଓଡିଆ ବାଇବେଲ8 ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍ର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍ ହେଲା। Viz kapitolaପବିତ୍ର ବାଇବଲ8 ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁ ହେଲା ଏବଂ ତାକୁ ବୈଥେଲ୍ର ଅଧସ୍ଥିତ ଅଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସେହି ସ୍ଥାନର ନାମ ଅଲୋନ-ବାଖୁତ୍ ହେଲା। Viz kapitola |