ଆଦି ପୁସ୍ତକ 36:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ। Viz kapitolaଓଡିଆ ବାଇବେଲ18 ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ। Viz kapitolaପବିତ୍ର ବାଇବଲ18 ଆଉ ଏଷୌର ସ୍ତ୍ରୀ ଅହଲୀବାମାର ପୁତ୍ରଗଣ ଏହିମାନେ ଥିଲେ, ମୂଖ୍ୟ ଯିୟୁଶ, ମୂଖ୍ୟ ଯାଲମ୍ ଓ ମୂଖ୍ୟ କୋରହ। ଏମାନେ ସେମାନଙ୍କର ପିତୃବର୍ଗ ଥିଲେ ଯେଉଁମାନେ ଏଷୌର ସ୍ତ୍ରୀ, ଅନାର କନ୍ୟା ଅହଲୀବାମାଠାରୁ ଜାତ ହେଲେ। Viz kapitola |