ଆଦି ପୁସ୍ତକ 36:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତା; ସମାପ୍ତ। Viz kapitolaଓଡିଆ ବାଇବେଲ43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। Viz kapitolaପବିତ୍ର ବାଇବଲ43 ମୂଖ୍ୟ ମିବ୍ସର, ମୂଖ୍ୟ ମଗ୍ଦୀୟେଲ, ମୂଖ୍ୟ ଈରମ୍, ଏମାନେ ନିଜ ନିଜ ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ମୂଖ୍ୟଗଣ ତାଲିକା ଅନୁସାରେ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବଂଶ ଏହିପରି। Viz kapitola |