Online Bible

- Reklamy -




ଆଦି ପୁସ୍ତକ 37:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଇସ୍ରାଏଲ ଯୋଷେଫକୁ କହିଲେ, ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।

Viz kapitola kopírovat

ଓଡିଆ ବାଇବେଲ

13 ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି ?” ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି; ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

Viz kapitola kopírovat

ପବିତ୍ର ବାଇବଲ

13 ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।” ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।”

Viz kapitola kopírovat




ଆଦି ପୁସ୍ତକ 37:13

Následuj nás:

Reklamy


Reklamy