ଆଦି ପୁସ୍ତକ 37:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି ସେ ସେମାନଙ୍କ ନିକଟରେ ପହୁଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ। Viz kapitolaଓଡିଆ ବାଇବେଲ18 ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ। Viz kapitolaପବିତ୍ର ବାଇବଲ18 ଯୋଷେଫଙ୍କର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିବା ପୂର୍ବରୁ ସେମାନେ ତାକୁ ହତ୍ୟା କରିବାକୁ ଯୋଜନା କଲେ। Viz kapitola |