ଆଦି ପୁସ୍ତକ 37:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା; ଆଚ୍ଛା ଦେଖିବା, ତାହାର ସ୍ଵପ୍ନ ସବୁର କଅଣ ହେବ। Viz kapitolaଓଡିଆ ବାଇବେଲ20 ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା; ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।” Viz kapitolaପବିତ୍ର ବାଇବଲ20 ଆସ ତାକୁ ହତ୍ୟାକରିବା ଏବଂ ଶୁଷ୍କ କୂଅରେ ପକାଇ ଦେବା। ଆମ୍ଭେ ଆମ୍ଭର ପିତାଙ୍କୁ କହିବା ଯେ ତାକୁ ଏକ ହିଂସ୍ର ଜନ୍ତୁ ଖାଇ ଗଲା। ତା'ପରେ ଦେଖିବା ତା'ର ସ୍ୱପ୍ନର କ’ଣ ହେବ।” Viz kapitola |