ଆଦି ପୁସ୍ତକ 37:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। Viz kapitolaଓଡିଆ ବାଇବେଲ25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। Viz kapitolaପବିତ୍ର ବାଇବଲ25 ଯେତେବେଳେ ଯୋଷେଫ କୂପ ମଧ୍ୟରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହା ପରେ ସେମାନେ ଦେଖିଲେ, ଏକ ବଣିକ ଦଳ ଗିଲିୟଦରୁ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିଶର ଦେଶକୁ ଯାଉଛନ୍ତି। Viz kapitola |