ଆଦି ପୁସ୍ତକ 37:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ? Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, ଆମ୍ଭମାନଙ୍କ ଭାଇକି ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ? Viz kapitolaଓଡିଆ ବାଇବେଲ26 ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ ? Viz kapitolaପବିତ୍ର ବାଇବଲ26 ତେଣୁ ଯିହୁଦା ତା'ର ଭାଇମାନଙ୍କୁ କହିଲେ, “ଯଦି ଆମ୍ଭେ ଆମ୍ଭର ଭାଇକୁ ହତ୍ୟା କରି ତା'ର ମୃତ୍ୟୁକୁ ଲୁଗ୍ଭଇଲେ ଆମ୍ଭର ଲାଭ କ’ଣ? Viz kapitola |