ଆଦି ପୁସ୍ତକ 37:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାଏଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ଵରୂପ। ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। Viz kapitolaଓଡିଆ ବାଇବେଲ27 ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। Viz kapitolaପବିତ୍ର ବାଇବଲ27 ଆସ ଏହି ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦେବା। ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ।” ତାଙ୍କର ଭାଇମାନେ ଏଥିରେ ରାଜି ହୋଇଗଲେ। Viz kapitola |