Online Bible

- Reklamy -




ଆଦି ପୁସ୍ତକ 37:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଅନନ୍ତର ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।

Viz kapitola kopírovat

ଓଡିଆ ବାଇବେଲ

29 ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।

Viz kapitola kopírovat

ପବିତ୍ର ବାଇବଲ

29 ରୁବେନ୍ ତା'ର ଭାଇମାନଙ୍କ ସହିତ ନ ଥିଲା, ଯେତେବେଳେ ସେମାନେ ଯୋଷେଫଙ୍କୁ ବଣିକମାନଙ୍କ ମଧ୍ୟରେ ବିକ୍ରୀ କରିଥିଲେ। ଯେତେବେଳେ ରୁବେନ୍ ଆସିଲା ଓ ଦେଖିଲା ଯେ ତା'ର ଭାଇ ଯୋଷେଫ ସେହି କୂପ ମଧ୍ୟରେ ନ ଥିଲେ। ସେ ଏତେ ବ୍ୟତିବ୍ୟସ୍ତ ହୋଇ ପଡ଼ିଲା ଯେ, ତା'ର ପୋଷାକ ସବୁ ଚିରି ପକାଇଲା।

Viz kapitola kopírovat




ଆଦି ପୁସ୍ତକ 37:29

Následuj nás:

Reklamy


Reklamy