ଆଦି ପୁସ୍ତକ 37:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନାବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। Viz kapitolaଓଡିଆ ବାଇବେଲ3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନାବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। Viz kapitolaପବିତ୍ର ବାଇବଲ3 ଯୋଷେଫ ତାଙ୍କ ପିତା, ଯାକୁବଙ୍କର ବାର୍ଦ୍ଧକ୍ୟ ସମୟରେ ଜନ୍ମ ହୋଇଥିଲେ। ତେଣୁ ଯାକୁବ ଯୋଷେଫଙ୍କୁ ଅନ୍ୟ ପୁତ୍ରମାନଙ୍କଠାରୁ ଅଧିକ ଭଲ ପାଉଥିଲେ। ଯାକୁବ ଯୋଷେଫଙ୍କୁ ଏକ ବିଶେଷ ବସ୍ତ୍ର ବା ଅଙ୍ଗରଖା ଦେଇଥିଲେ। ଯାହା ନାନା ରଙ୍ଗରେ ବର୍ଣ୍ଣିତ ଥିଲା। Viz kapitola |