ଆଦି ପୁସ୍ତକ 37:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଭାଇମାନଙ୍କ ନିକଟକୁ ଫେରିଆସି କହିଲା, ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି? Viz kapitolaଓଡିଆ ବାଇବେଲ30 ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି ?” Viz kapitolaପବିତ୍ର ବାଇବଲ30 ରୁବେନ୍ ତା'ର ଭାଇମାନଙ୍କୁ ଯାଇ କହିଲା, “ଯୋଷେଫ ଆଉ କୂଅ ମଧ୍ୟରେ ନାହିଁ। ମୁଁ କ’ଣ କରିବି?” Viz kapitola |