ଆଦି ପୁସ୍ତକ 37:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନାବର୍ଣ୍ଣର ଅଙ୍ଗରଖା ପଠାଇ ଦେଇ କହିଲେ, ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ। Viz kapitolaଓଡିଆ ବାଇବେଲ32 ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନାବର୍ଣ୍ଣର ଅଙ୍ଗରଖା ପଠାଇ ଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।” Viz kapitolaପବିତ୍ର ବାଇବଲ32 ଏହା ପରେ ସେମାନେ ସେହି ବସ୍ତ୍ରକୁ ତାଙ୍କର ପିତାଙ୍କ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ, “ଆମ୍ଭେ ଏହି ବସ୍ତ୍ର ପାଇଲୁ। ଏହା କ’ଣ ଯୋଷେଫଙ୍କର ବସ୍ତ୍ର?” Viz kapitola |