Online Bible

- Reklamy -




ଆଦି ପୁସ୍ତକ 37:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଅନନ୍ତର ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ଵନା କରିବାକୁ ଯନି କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି ସେ କହିଲେ, ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି। ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।

Viz kapitola kopírovat

ଓଡିଆ ବାଇବେଲ

35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି। ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।

Viz kapitola kopírovat

ପବିତ୍ର ବାଇବଲ

35 ଯାକୁବର ପୁତ୍ରକନ୍ୟାଗଣ ତାଙ୍କୁ ଆରାମ ଦେବାକୁ ଚେଷ୍ଟା କଲେ। କିନ୍ତୁ ଯାକୁବ ସାନ୍ତ୍ୱନା ପାଇବାକୁ ମନା କଲେ। ଯାକୁବ କହିଲେ, “ମୋର ମୃତ୍ୟୁ ପର୍ଯ୍ୟନ୍ତ ମୋର ପୁତ୍ର ପାଇଁ ମୁଁ ଦୁଃଖ କରିବି।” ତେଣୁ ଯାକୁବଙ୍କର ଦୁଃଖ ଲାଗି ରହିଲା।

Viz kapitola kopírovat




ଆଦି ପୁସ୍ତକ 37:35

Následuj nás:

Reklamy


Reklamy