ଆଦି ପୁସ୍ତକ 37:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋ’ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ7 ଆମ୍ଭେ ସମସ୍ତେ କ୍ଷେତରେ କାର୍ଯ୍ୟ କରୁଥିଲୁ। ଆମ୍ଭେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ। ତହିଁରେ ମୁଁ ଦେଖିଲି ମୋର ବିଡ଼ା ଉଠି ଛିଡ଼ା ହେଲା। ତୁମ୍ଭମାନଙ୍କର ବିଡ଼ା ସବୁ ମୋ’ ବିଡ଼ାକୁ ଗ୍ଭରିଆଡ଼େ ଘେରି ପ୍ରଣାମ କଲେ।” Viz kapitola |