ଆଦି ପୁସ୍ତକ 38:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ; ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ହିଁ ମରିଯିବ। ଏଣୁକରି ତାମର ପିତୃଗୃହରେ ଯାଇ ବାସ କଲା। Viz kapitolaଓଡିଆ ବାଇବେଲ11 ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା। Viz kapitolaପବିତ୍ର ବାଇବଲ11 ଏହା ପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲା, “ତୁମ୍ଭେ ତୁମ୍ଭର ପିତୃ ଗୃହକୁ ଯାଅ, ମୋର କନିଷ୍ଠ ପୁତ୍ର ଶେଲା ଯୁବକ ନ ହେବା ପର୍ଯ୍ୟନ୍ତ ବିବାହ କର ନାହିଁ।” ଯିହୁଦା ଭୟ କଲା ଯେ, ତା'ର ଭାଇମାନଙ୍କ ପରି ଶେଲା ହିଁ ମରିଯିବ। ଏଣୁ ତାମର ତା’ ପିତୃ ଗୃହକୁ ଯାଇ ବାସ କଲା। Viz kapitola |