ଆଦି ପୁସ୍ତକ 38:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମଚ୍ଛେଦକମାନଙ୍କ ନିକଟକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ଵନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷଲୋମଚ୍ଛେଦକମାନଙ୍କ ନିକଟକୁ ଗଲା। Viz kapitolaଓଡିଆ ବାଇବେଲ12 ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମ ଚ୍ଛେଦକମାନଙ୍କ ନିକଟକୁ ଗଲା। Viz kapitolaପବିତ୍ର ବାଇବଲ12 ଅନେକ ସମୟ ପରେ ଶୂୟର କନ୍ୟା, ଯିହୁଦାର ସ୍ତ୍ରୀ ମୃତ୍ୟୁବରଣ କଲା। ଯେତେବେଳେ ଶୋକ ସମୟ ଅତିକ୍ରାନ୍ତ ହେଲା, ଯିହୁଦା ମେଷମାନଙ୍କ ବାଳ କାଟିବା ପାଇଁ ତା'ର ବନ୍ଧୁ ହୀରା ସହିତ ଗଲା। Viz kapitola |