ଆଦି ପୁସ୍ତକ 38:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ। ତହୁଁ ତାମର କହିଲା, ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ? Viz kapitolaଓଡିଆ ବାଇବେଲ16 ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?” Viz kapitolaପବିତ୍ର ବାଇବଲ16 ତେଣୁ ଯିହୁଦା ତାର ପାଖକୁ ଗଲା ଏବଂ କହିଲା, “ତୁମ୍ଭ ସହିତ ମୋତେ ସହବାସ କରିବାକୁ ଦିଅ।” ସେ ତା'ର ପୁତ୍ରବଧୁ ବୋଲି ଯିହୁଦା ଜାଣି ନ ଥିଲା। ସେ କହିଲା, “ତୁମ୍ଭେ ମୋତେ କ’ଣ ଦେବ?” Viz kapitola |