ଆଦି ପୁସ୍ତକ 38:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି। ତହିଁରେ ଯିହୁଦା କହିଲା, ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର। Viz kapitolaଓଡିଆ ବାଇବେଲ24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।” Viz kapitolaପବିତ୍ର ବାଇବଲ24 ପ୍ରାୟ ତିନି ମାସ ଯିବା ପରେ, କେହି ଜଣେ ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୁ ତାମର ବେଶ୍ୟା ପରି ଗର୍ଭଧାରଣ କରିଛି।” ଏହା ପରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।” Viz kapitola |