ଆଦି ପୁସ୍ତକ 38:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ଵୀକାର କରି କହିଲା, ସେ ମୋʼଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ। ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ। Viz kapitolaଓଡିଆ ବାଇବେଲ26 ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋ’ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ। Viz kapitolaପବିତ୍ର ବାଇବଲ26 ଯିହୁଦା ସେ ସମସ୍ତ ବସ୍ତୁକୁ ଦେଖିଲା ଏବଂ କହିଲା, “ସେ ଠିକ୍ ଅଛି। ମୁଁ ଭୁଲ୍ କରିଥିଲି। ମୁଁ ପ୍ରତିଜ୍ଞା କରିଥିଲି ଶେଲାକୁ ଦେବା ପାଇଁ କିନ୍ତୁ ତାହା କରି ନ ଥିଲି।” ଏବଂ ଯିହୁଦା ଆଉ ତାଙ୍କ ସହିତ ଦୈହିକ ସମ୍ପର୍କ ରଖିଲା ନାହିଁ। Viz kapitola |