ଆଦି ପୁସ୍ତକ 39:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ। Viz kapitolaଓଡିଆ ବାଇବେଲ12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋ’ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ। Viz kapitolaପବିତ୍ର ବାଇବଲ12 ତାଙ୍କର ମୁନିବଙ୍କର ସ୍ତ୍ରୀ ତାଙ୍କର ବସ୍ତ୍ରକୁ ଧରି ଟାଣି କହିଲା, “ମୋ’ ପାଖରେ ଶୟନ କର।” କିନ୍ତୁ ଯୋଷେଫ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତରେ ତାଙ୍କର ବସ୍ତ୍ର ରହିଗଲା। Viz kapitola |