ଆଦି ପୁସ୍ତକ 39:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇ ଦେଇ ବାହାରକୁ ପଳାଇଗଲା। Viz kapitolaଓଡିଆ ବାଇବେଲ18 ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋ’ ନିକଟରେ ଏହି ବସ୍ତ୍ର ପକାଇ ଦେଇ ବାହାରକୁ ପଳାଇଗଲା।” Viz kapitolaପବିତ୍ର ବାଇବଲ18 କିନ୍ତୁ ସେ ଯେତେବେଳେ ମୋ’ ପାଖକୁ ଆସିଲା ମୁଁ ବଡ଼ ପାଟି କରିବାରୁ ସେ ତା'ର ବସ୍ତ୍ର ଛାଡ଼ି ବାହାରକୁ ଦୌଡ଼ି ପଳାଇଗଲା।” Viz kapitola |