ଆଦି ପୁସ୍ତକ 39:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Viz kapitolaଓଡିଆ ବାଇବେଲ22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Viz kapitolaପବିତ୍ର ବାଇବଲ22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲେ। ପୁଣି ସେମାନେ ଯାହା କଲେ ସେହି ସକଳର କର୍ତ୍ତା ସେ ହେଲେ। Viz kapitola |