ଆଦି ପୁସ୍ତକ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ। Viz kapitolaଓଡିଆ ବାଇବେଲ12 ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।” Viz kapitolaପବିତ୍ର ବାଇବଲ12 ଅତୀତରେ ଭୂମିରେ କୃଷିକର୍ମ କଲେହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲୁଥିବ, ପୃଥିବୀରେ ତୁମ୍ଭର ଗୃହ ରହିବ ନାହିଁ।” Viz kapitola |