ଆଦି ପୁସ୍ତକ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲେ। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ। Viz kapitolaପବିତ୍ର ବାଇବଲ16 ଏହା ପରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲା। Viz kapitola |