ଆଦି ପୁସ୍ତକ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ଵୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା। Viz kapitolaଓଡିଆ ବାଇବେଲ20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା। Viz kapitolaପବିତ୍ର ବାଇବଲ20 ଆଦା ଜାବଳକୁ ଜନ୍ମ ଦେଲା, ସେ ତମ୍ବୁନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସେମାନେ ଗୋରୁଗାଈ ଚରାଇ ଜୀବିକା ନିର୍ବାହ କରୁଥିଲେ। Viz kapitola |