ଆଦି ପୁସ୍ତକ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେବେ କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ। Viz kapitolaଓଡିଆ ବାଇବେଲ24 ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।” Viz kapitolaପବିତ୍ର ବାଇବଲ24 ଯେବେ କୟିନର ହତ୍ୟାର ପ୍ରତିଶୋଧ ବହୁତ ହେବ। ତେବେ ମୋତେ ହତ୍ୟା କରିବାର ଦଣ୍ଡ ତା'ଠାରୁ ଅନେକ ଗୁଣରେ କଠୋର ହେବ।” Viz kapitola |