ଆଦି ପୁସ୍ତକ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ଵମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ଵାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ଵ କରିବ। Viz kapitolaଓଡିଆ ବାଇବେଲ7 ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” Viz kapitolaପବିତ୍ର ବାଇବଲ7 ତୁମ୍ଭେ ଯଦି ଠିକ୍ ବିଷୟ କରିବ, ତେବେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ୍ କର ତେବେ ତାହା ପାପ ହେବ। ପାପ ଏକ ପ୍ରାଣୀ ପରି, ତୁମ୍ଭ ଦ୍ୱାର ସମ୍ମୁଖରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛି। ତୁମ୍ଭେ ନିଶ୍ଚୟ ତା’ ଉପରେ ରାଜତ୍ୱ କରିବ।” Viz kapitola |