ଆଦି ପୁସ୍ତକ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ। Viz kapitolaପବିତ୍ର ବାଇବଲ8 କୟିନ ତା'ର ଭାଇ ହେବଲକୁ କହିଲା, “ଗ୍ଭଲ କ୍ଷେତକୁ ଯିବା।” ତେଣୁ କୟିନ ଏବଂ ହେବଲ କ୍ଷେତକୁ ବାହାରି ଗଲେ। ଏହା ପରେ କୟିନ ହେବଲକୁ ଆକ୍ରମଣ କରି ହତ୍ୟା କଲା। Viz kapitola |