ଆଦି ପୁସ୍ତକ 40:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ତାରେ ଫଳ ହୋଇ ପାଚିଲା। Viz kapitolaଓଡିଆ ବାଇବେଲ10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା। Viz kapitolaପବିତ୍ର ବାଇବଲ10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା। ତାହା ପଲ୍ଲବିତ ହେଲା ଓ ତହିଁରେ ଫୁଲ ଫୁଟିଲା। ଆଉ ତା'ର ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା। Viz kapitola |