ଆଦି ପୁସ୍ତକ 40:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ଵାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ। Viz kapitolaଓଡିଆ ବାଇବେଲ17 ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।” Viz kapitolaପବିତ୍ର ବାଇବଲ17 ସବା ଉପରେ ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସେକା ହେବା ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମୋ’ ମସ୍ତକର ଡାଲାରୁ ତାହା ଖାଇଲେ।” Viz kapitola |