ଆଦି ପୁସ୍ତକ 40:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ। Viz kapitolaପବିତ୍ର ବାଇବଲ20 ଏହା ପରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ। Viz kapitola |