ଆଦି ପୁସ୍ତକ 40:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ଵାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ। Viz kapitolaଓଡିଆ ବାଇବେଲ4 ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ। Viz kapitolaପବିତ୍ର ବାଇବଲ4 ଯେତେବେଳେ ପ୍ରହରୀମାନଙ୍କର ଅଧିନାୟକ ଯୋଷେଫଙ୍କୁ ତତ୍ତ୍ୱାବଧାନରେ ରଖିଲେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକାରେ ସେମାନେ ବହୁ ଦିନ କାରାଗାରରେ ରହିଲେ। Viz kapitola |