ଆଦି ପୁସ୍ତକ 41:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ14 ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ14 ତେଣୁ ଫାରୋ ଯୋଷେଫଙ୍କୁ ବନ୍ଦୀଶାଳାରୁ ଡକାଇଲେ। କାରାରକ୍ଷୀ ଯୋଷେଫଙ୍କୁ ଶୀଘ୍ର ବନ୍ଦୀଶାଳାରୁ ବାହାର କଲେ। ଯୋଷେଫ କ୍ଷୌର ହୋଇ ଉତ୍ତମ ବସ୍ତ୍ର ପରିଧାନ କଲେ। ଏହା ପରେ ସେ ଫାରୋଙ୍କୁ ଦେଖା କରିବାକୁ ଗଲେ। Viz kapitola |