Online Bible

- Reklamy -




ଆଦି ପୁସ୍ତକ 41:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୋଟି ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।

Viz kapitola kopírovat

ଓଡିଆ ବାଇବେଲ

19 ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।

Viz kapitola kopírovat

ପବିତ୍ର ବାଇବଲ

19 ଏହା ପରେ ମୁଁ ଦେଖିଲି, ଆଉ ସାତୋଟି ଦୁର୍ବଳ, ରୁ‌‌ଗ୍‌‌ଣ ଓ କୁତ୍ସିତ ଦେଖାଯାଉଥିବା ଗାଈଗୁଡ଼ିକ ନଦୀ ମଧ୍ୟରୁ ଉଠିଲେ, ଯେଉଁମାନେ କି ଦୁର୍ବଳ ଓ ରୁ‌‌ଗ୍‌‌ଣ ଦେଖାଯାଉଥିଲେ। ସେମାନଙ୍କ ପରି କୁତ୍ସିତ ଗାଈ ମୁଁ ସମୁଦାୟ ମିଶରରେ ଆଦୌ ଦେଖି ନ ଥିଲି!

Viz kapitola kopírovat




ଆଦି ପୁସ୍ତକ 41:19

Následuj nás:

Reklamy


Reklamy