ଆଦି ପୁସ୍ତକ 41:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ଆମ୍ଭେ ସ୍ଵପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ତାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା। Viz kapitolaପବିତ୍ର ବାଇବଲ22 “ପୁଣି ଥରେ ସ୍ୱପ୍ନରେ ମୁଁ ଦେଖିଲି, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶୀଷା ବାହାରିଲା। Viz kapitola |