Online Bible

- Reklamy -




ଆଦି ପୁସ୍ତକ 41:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତେବେ ଯୋଷେଫ ଫାରୋଙ୍କୁ କହିଲେ, ଫାରୋଙ୍କର ସ୍ଵପ୍ନ ଏକ; ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

25 ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

25 ଏହା ପରେ ଯୋଷେଫ ଫାରୋଙ୍କୁ କହିଲେ, “ସେହି ଦୁଇଟି ସ୍ୱପ୍ନ ଏକା ପ୍ରକାର। ଯାହା ଶୀଘ୍ର ଘଟିବାକୁ ଯାଉଛି ତାହା ପରମେଶ୍ୱର ଆପଣଙ୍କୁ କହୁଛନ୍ତି।

Viz kapitola kopírovat




ଆଦି ପୁସ୍ତକ 41:25

Následuj nás:

Reklamy


Reklamy