ଆଦି ପୁସ୍ତକ 41:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ହେତୁରୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ। Viz kapitolaଓଡିଆ ବାଇବେଲ31 ପୁଣି, ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ। Viz kapitolaପବିତ୍ର ବାଇବଲ31 ଲୋକମାନେ ଭୂଲିଯିବେ ଯେ, ତା’ ପୂର୍ବରୁ ମିଶରରେ ସୁଭିକ୍ଷ ଥିଲା ବୋଲି। ପ୍ରଚୁର ପରିମାଣରେ ଖାଦ୍ୟ ମିଳୁଥିଲା ବୋଲି। Viz kapitola |