Online Bible

- Reklamy -




ଆଦି ପୁସ୍ତକ 41:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ଵରଙ୍କ ଆତ୍ମା ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

38 ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

38 ସେତେବେଳେ ଫାରୋ ସେମାନଙ୍କୁ କହିଲେ, “ମୁଁ ଭାବୁଛି ଆମ୍ଭେ ଏହି କାର୍ଯ୍ୟ ପାଇଁ ଯୋଷେଫଙ୍କଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ୱରଙ୍କ ଆତ୍ମା ତା’ ମଧ୍ୟରେ ଅଛନ୍ତି।”

Viz kapitola kopírovat




ଆଦି ପୁସ୍ତକ 41:38

Následuj nás:

Reklamy


Reklamy