ଆଦି ପୁସ୍ତକ 41:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)44 ଅନନ୍ତର ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ। Viz kapitolaଓଡିଆ ବାଇବେଲ44 ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।” Viz kapitolaପବିତ୍ର ବାଇବଲ44 ଫାରୋ ଯୋଷେଫଙ୍କୁ କହିଲେ, “ମୁଁ ଫାରୋ, କିନ୍ତୁ ତୁମ୍ଭର ଆଜ୍ଞା ବିନା ମିଶରରେ କେହି କିଛି କରି ପାରିବେ ନାହିଁ।” Viz kapitola |